Psalms 44:24 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର, କାହିଁକି ତୁମ୍ଭେ ଆମ୍ଭଠାରୁ ଲୁଚିଅଛ। ତୁମ୍ଭେ କ'ଣ ଆମ୍ଭର ଦୁଃଖ ଓ ୟନ୍ତ୍ରଣା ସବୁ ଭୁଲି ୟାଇଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ କାହିଁକି ଆପଣା ମୁଖ ଲୁଚାଉଅଛ, ପୁଣି ଆମ୍ଭମାନଙ୍କ କ୍ଳେଶ ଓ ଦୌରାତ୍ମଭୋଗ ବିସ୍ମୃତ ହେଉଅଛ?
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, କାହିଁକି ତୁମ୍ଭେ ଆମ୍ଭଠାରୁ ଲୁଚିଅଛ? ତୁମ୍ଭେ କ’ଣ ଆମ୍ଭର ଦୁଃଖ ଓ ଯନ୍ତ୍ରଣା ସବୁ ଭୁଲି ଯାଇଅଛ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ କାହିଁକି ଆପଣା ମୁଖ ଲୁଚାଉଅଛ, ପୁଣି, ଆମ୍ଭମାନଙ୍କ କ୍ଳେଶ ଓ ଦୌରାତ୍ମଭୋଗ ବିସ୍ମୃତ ହେଉଅଛ?
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ କାହିଁକି ଆପଣା ମୁଖ ଲୁଚାଉଅଛ, ପୁଣି, ଆମ୍ଭମାନଙ୍କ କ୍ଳେଶ ଓ ଦୌରାତ୍ମଭୋଗ ବିସ୍ମୃତ ହେଉଅଛ?