Psalms 44:25 — Compare Translations
5 translations compared side by side
Odia - 1840
"ଆମ୍ଭମାନଙ୍କୁ ଧୂଳିମାଟି ଭିତରକୁ ଠଲେି ଦିଆ ହାଇେଛି। ଆମ୍ଭମାନଙ୍କର ଉଦର ମାଟି ଧୂଳିରେ ପଡ଼ି ରହିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭମାନଙ୍କ ପ୍ରାଣ ଧୂଳିରେ ଅବନତ; ଆମ୍ଭମାନଙ୍କ ଉଦର ଭୂମିରେ ଲାଗୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭମାନଙ୍କୁ ଧୂଳିମାଟି ଭିତରକୁ ଠେଲି ଦିଆ ହୋଇଛି। ଆମ୍ଭମାନଙ୍କର ଉଦର ମାଟି ଧୂଳିରେ ପଡ଼ି ରହିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମ୍ଭମାନଙ୍କ ପ୍ରାଣ ଧୂଳିରେ ଅବନତ; ଆମ୍ଭମାନଙ୍କ ଉଦର ଭୂମିରେ ଲାଗୁଅଛି।
Odia IRV 2017 (ଓଡିଆ ବାଇବେଲ)
କାରଣ ଆମ୍ଭମାନଙ୍କ ପ୍ରାଣ ଧୂଳିରେ ଅବନତ; ଆମ୍ଭମାନଙ୍କ ଉଦର ଭୂମିରେ ଲାଗୁଅଛି।