Psalms 44:26 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର, ଜାଗ୍ରତ ହୁଅ। ଆମ୍ଭକୁ ସାହାୟ୍ଯ କର। ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ହତେୁ ଆମ୍ଭମାନଙ୍କୁ ଉଦ୍ଧାର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କ ସାହାଯ୍ୟ ନିମନ୍ତେ ଉଠ ଓ ଆପଣା ସ୍ନେହପୂର୍ଣ୍ଣ କରୁଣା ସକାଶୁ ଆମ୍ଭମାନଙ୍କୁ ମୁକ୍ତ କର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ଜାଗ୍ରତ ହୁଅ। ଆମ୍ଭକୁ ସାହାଯ୍ୟ କର। ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ହେତୁ ଆମ୍ଭମାନଙ୍କୁ ଉଦ୍ଧାର କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କ ସାହାଯ୍ୟ ନିମନ୍ତେ ଉଠ ଓ ଆପଣା ସ୍ନେହପୂର୍ଣ୍ଣ କରୁଣା ସକାଶୁ ଆମ୍ଭମାନଙ୍କୁ ମୁକ୍ତ କର।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କ ସାହାଯ୍ୟ ନିମନ୍ତେ ଉଠ ଓ ଆପଣା ସ୍ନେହପୂର୍ଣ୍ଣ କରୁଣା ସକାଶୁ ଆମ୍ଭମାନଙ୍କୁ ମୁକ୍ତ କର।