Psalms 44:4 — Compare Translations

5 translations compared side by side

Odia - 1840
"ହେ ମାରେ ପରମେଶ୍ବର, ତୁମ୍ଭେ ମାରେ ରାଜା ଅଟ। ଆଜ୍ଞା ଦିଅ ଓ ୟାକୁବର ଲୋକଙ୍କୁ ମୁକ୍ତ କରାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପରମେଶ୍ଵର, ତୁମ୍ଭେ ମୋହର ରାଜା; ଯାକୁବ ପକ୍ଷରେ ମୁକ୍ତିର ଆଜ୍ଞା ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ମୋର ପରମେଶ୍ୱର, ତୁମ୍ଭେ ମୋର ରାଜା ଅଟ। ଆଜ୍ଞା ଦିଅ ଓ ଯାକୁବର ଲୋକଙ୍କୁ ମୁକ୍ତ କରାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପରମେଶ୍ୱର, ତୁମ୍ଭେ ମୋହର ରାଜା ଅଟ; ପୁଣି ତୁମ୍ଭେ ଯାକୁବ ପକ୍ଷରେ ମୁକ୍ତିର ଆଜ୍ଞା ଦିଅ।
Odia IRV 2017 (ଓଡିଆ ବାଇବେଲ)
ହେ ପରମେଶ୍ୱର, ତୁମ୍ଭେ ମୋହର ରାଜା ଅଟ; ପୁଣି ତୁମ୍ଭେ ଯାକୁବ ପକ୍ଷରେ ମୁକ୍ତିର ଆଜ୍ଞା ଦିଅ।