Psalms 44:5 — Compare Translations
5 translations compared side by side
Odia - 1840
"ହେ ମାରେ ପରମେଶ୍ବର, ତୁମ୍ଭରି ସାହାୟ୍ଯରେ ଆମ୍ଭର ଶତ୍ରୁମାନଙ୍କୁ ଆମ୍ଭେ ପଛକୁ ତଡ଼ି ଦବେୁ। ତୁମ୍ଭର ନାମକୁ ନଇେ ଆମ୍ଭମାନେେ ଆମ୍ଭର ଶତ୍ରୁମାନଙ୍କ ଉପରେ ଚଢ଼ି ଚାଲିୟିବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ଦ୍ଵାରା ଆମ୍ଭେମାନେ ବିପକ୍ଷଗଣକୁ ଭୂସି ପକାଇବା; ତୁମ୍ଭ ନାମ ଦ୍ଵାରା ଆମ୍ଭେମାନେ ଆପଣା ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କୁ ଦଳି ପକାଇବା ।
Odia Bible ERV 2004 (ପବିତ୍ର ବାଇବଲ)
ହେ ମୋର ପରମେଶ୍ୱର, ତୁମ୍ଭରି ସାହାଯ୍ୟରେ ଆମ୍ଭର ଶତ୍ରୁମାନଙ୍କୁ ଆମ୍ଭେ ପଛକୁ ତଡ଼ି ଦେବୁ। ତୁମ୍ଭର ନାମକୁ ନେଇ ଆମ୍ଭେମାନେ ଆମ୍ଭର ଶତ୍ରୁମାନଙ୍କ ଉପରେ ଚଢ଼ି ଗ୍ଭଲିଯିବୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ଦ୍ୱାରା ଆମ୍ଭେମାନେ ବିପକ୍ଷଗଣକୁ ତଳେ ପକାଇବା; ତୁମ୍ଭ ନାମ ଦ୍ୱାରା ଆମ୍ଭେମାନେ ଆପଣା ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କୁ ଦଳି ପକାଇବା।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ଦ୍ୱାରା ଆମ୍ଭେମାନେ ବିପକ୍ଷଗଣକୁ ତଳେ ପକାଇବା; ତୁମ୍ଭ ନାମ ଦ୍ୱାରା ଆମ୍ଭେମାନେ ଆପଣା ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କୁ ଦଳି ପକାଇବା।