Psalms 44:7 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର, ତୁମ୍ଭେ ଆମ୍ଭଙ୍କୁ ମିଶରଠାରୁ ବଞ୍ଚାଇଛ। ତୁମ୍ଭେ ଆମ୍ଭର ଶତ୍ରୁମାନଙ୍କୁ ଲଜ୍ଜା ପ୍ରଦାନ କରିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭେ ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛ ଓ ଆମ୍ଭମାନଙ୍କ ଘୃଣାକାରୀମାନଙ୍କୁ ଲଜ୍ଜିତ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ତୁମ୍ଭେ ଆମ୍ଭଙ୍କୁ ମିଶରଠାରୁ ବଞ୍ଚାଇଛ। ତୁମ୍ଭେ ଆମ୍ଭର ଶତ୍ରୁମାନଙ୍କୁ ଲଜ୍ଜା ପ୍ରଦାନ କରିଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭେ ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛ ଓ ଆମ୍ଭମାନଙ୍କ ଘୃଣାକାରୀମାନଙ୍କୁ ଲଜ୍ଜିତ କରିଅଛ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭେ ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛ ଓ ଆମ୍ଭମାନଙ୍କ ଘୃଣାକାରୀମାନଙ୍କୁ ଲଜ୍ଜିତ କରିଅଛ।