Psalms 44:8 — Compare Translations
5 translations compared side by side
Odia - 1840
"ଆମ୍ଭେ ସାରାଦିନ ପରମେଶ୍ବରଙ୍କ ପ୍ରଶଂସା କରିଛୁ। ଆମ୍ଭେ ଚିରକାଳ ତୁମ୍ଭର ପ୍ରଶଂସା କରିବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ଦିନଯାକ ପରମେଶ୍ଵରଙ୍କଠାରେ ଦର୍ପ କରିଅଛୁ ଓ ଅନନ୍ତକାଳ ତୁମ୍ଭ ନାମର ଧନ୍ୟବାଦ କରିବା । [ସେଲା
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ସାରାଦିନ ପରମେଶ୍ୱରଙ୍କ ପ୍ରଶଂସା କରିଛୁ। ଆମ୍ଭେ ଚିରକାଳ ତୁମ୍ଭର ପ୍ରଶଂସା କରିବୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ସାରାଦିନ ପରମେଶ୍ୱରଙ୍କଠାରେ ଦର୍ପ କରିଅଛୁ ଓ ଅନନ୍ତକାଳ ତୁମ୍ଭ ନାମର ଧନ୍ୟବାଦ କରିବା।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ସାରାଦିନ ପରମେଶ୍ୱରଙ୍କଠାରେ ଦର୍ପ କରିଅଛୁ ଓ ଅନନ୍ତକାଳ ତୁମ୍ଭ ନାମର ଧନ୍ୟବାଦ କରିବା। [ସେଲା]