Psalms 44:9 — Compare Translations
5 translations compared side by side
Odia - 1840
"କିନ୍ତୁ ହେ ପରମେଶ୍ବର, ତୁମ୍ଭେ ଆମ୍ଭକୁ ଛାଡ଼ି ଚାଲିଗଲ। ତୁମ୍ଭେ ଆମ୍ଭକୁ ମାନସିକ ଅଶାନ୍ତ କଲ। ତୁମ୍ଭେ ଆମ୍ଭ ସହିତ ୟୁଦ୍ଧ କ୍ଷେତ୍ରକୁ ଆସିଲ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଏବେ ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ ଓ ଆମ୍ଭମାନଙ୍କୁ ଅପମାନଗ୍ରସ୍ତ କରିଅଛ; ପୁଣି, ଆମ୍ଭମାନଙ୍କ ସୈନ୍ୟ ସଙ୍ଗରେ ଗମନ କରୁନାହଁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ହେ ପରମେଶ୍ୱର, ତୁମ୍ଭେ ଆମ୍ଭକୁ ଛାଡ଼ି ଗ୍ଭଲିଗଲ। ତୁମ୍ଭେ ଆମ୍ଭକୁ ମାନସିକ ଅଶାନ୍ତ କଲ। ତୁମ୍ଭେ ଆମ୍ଭ ସହିତ ଯୁଦ୍ଧ କ୍ଷେତ୍ରକୁ ଆସିଲ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଏବେ ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ ଓ ଆମ୍ଭମାନଙ୍କୁ ଅପମାନଗ୍ରସ୍ତ କରିଅଛ; ପୁଣି, ଆମ୍ଭମାନଙ୍କ ସୈନ୍ୟ ସଙ୍ଗରେ ଗମନ କରୁ ନାହଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଏବେ ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ ଓ ଆମ୍ଭମାନଙ୍କୁ ଅପମାନଗ୍ରସ୍ତ କରିଅଛ; ପୁଣି, ଆମ୍ଭମାନଙ୍କ ସୈନ୍ୟ ସଙ୍ଗରେ ଗମନ କରୁ ନାହଁ।