Psalms 45:1 — Compare Translations
5 translations compared side by side
Odia - 1840
"ସୁନ୍ଦର ଭାବନାସବୁ ମାରେ ମନକୁ ଭରିଦିଏ, ୟବେେ ଏହିସବୁ ପଦଗୁଡ଼ିକ ରାଜାଙ୍କ ପାଇଁ କ ହେ। ଏହି ଶବ୍ଦଗୁଡ଼ିକ ମାେ ଜିହ୍ବାରେ ପ୍ରବାହିତ ହାଇେଥାଏ। ନିପୂଣ ଲେଖକର କଲମରୁ ଆସିଲା ପରି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍ ସ୍ଵରରେ କୋରହ-ସନ୍ତାନଗଣର ଗୀତ । ମସ୍କୀଲ୍ । ପ୍ରେମ ଗୀତ । ମୋହର ହୃଦୟ ଉତ୍ତମ ବିଷୟରେ ଉଚ୍ଛୁଳି ଉଠୁଅଛି; ମୁଁ ରାଜାଙ୍କ ବିଷୟରେ ଆପଣା ରଚିତ କଥା କହେ; ମୋʼ ଜିହ୍ଵା ଶୀଘ୍ର ଲେଖକର ଲେଖନୀ ସ୍ଵରୂପ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ ସ୍ୱରରେ କୋରହ ପରିବାରର ଏହା ଏକ ପ୍ରେମର ଗୀତ। ସୁନ୍ଦର ଭାବନାସବୁ ମୋର ମନକୁ ଭରିଦିଏ, ଯେବେ ଏହିସବୁ ପଦଗୁଡ଼ିକ ରାଜାଙ୍କ ପାଇଁ କହେ। ଏହି ଶବ୍ଦଗୁଡ଼ିକ ମୋ’ ଜିହ୍ୱାରେ ପ୍ରବାହୀତ ହୋଇଥାଏ, ନିପୁଣ ଲେଖକର କଲମରୁ ଆସିଲା ପରି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ହୃଦୟ ଉତ୍ତମ ବିଷୟରେ ଉଚ୍ଛୁଳି ଉଠୁଅଛି; ମୁଁ ରାଜାଙ୍କ ବିଷୟରେ ଆପଣା ରଚିତ କଥା କହେ; ମୋʼ ଜିହ୍ୱା ଶୀଘ୍ର ଲେଖକର ଲେଖନୀ ସ୍ୱରୂପ।
Odia IRV 2017 (ଓଡିଆ ବାଇବେଲ)
ମୋହର ହୃଦୟ ଉତ୍ତମ ବିଷୟରେ ଉଚ୍ଛୁଳି ଉଠୁଅଛି; ମୁଁ ରାଜାଙ୍କ ବିଷୟରେ ଆପଣା ରଚିତ କଥା କହେ; ମୋ’ ଜିହ୍ୱା ଶୀଘ୍ର ଲେଖକର ଲେଖନୀ ସ୍ୱରୂପ।