Psalms 45:10 — Compare Translations

5 translations compared side by side

Odia - 1840
"ହେ ରାଜକୁମାରୀ, ଶୁଣ। ୟଦି ତୁମ୍ଭେ ମନଦଇେ ଶୁଣ ସବୁ ବୁଝିପାରିବ ଓ ତୁମ୍ଭର ପରିବାରକୁ ଭୁଲିୟାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଗୋ କନ୍ୟେ, ଶୁଣ, ବିବେଚନା କର ଓ ଆପଣା କର୍ଣ୍ଣ ଡେର; ତୁମ୍ଭ ନିଜ ଲୋକଙ୍କୁ ଓ ପିତୃଗୃହକୁ ପାସୋର;
Odia Bible ERV 2004 (ପବିତ୍ର ବାଇବଲ)
ହେ ରାଜକୁମାରୀ, ଶୁଣ। ଯଦି ତୁମ୍ଭେ ମନଦେଇ ଶୁଣ, ତେବେ ସବୁ ବୁଝିପାରିବ, ଓ ତୁମ୍ଭର ପରିବାରକୁ ଭୁଲିଯାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଗୋ କନ୍ୟେ, ଶୁଣ, ବିବେଚନା କର ଓ ଆପଣା କର୍ଣ୍ଣ ଡେର; ତୁମ୍ଭ ନିଜ ଲୋକଙ୍କୁ ଓ ପିତୃଗୃହକୁ ପାସୋର;
Odia IRV 2017 (ଓଡିଆ ବାଇବେଲ)
ଆଗୋ କନ୍ୟେ, ଶୁଣ, ବିବେଚନା କର ଓ ଆପଣା କର୍ଣ୍ଣ ଡେର; ତୁମ୍ଭ ନିଜ ଲୋକଙ୍କୁ ଓ ପିତୃଗୃହକୁ ପାସୋର;