Psalms 45:11 — Compare Translations

5 translations compared side by side

Odia - 1840
"ତୁମ୍ଭର ସୌନ୍ଦର୍ୟ୍ଯରେ ରାଜା ମୁଗ୍ଦ ହବେେ। ସେ ତୁମ୍ଭର ନୂତନ ପତି ହବେେ, ତଣେୁ ତୁମ୍ଭେ ସମାନଙ୍କେୁ ପ୍ରଣାମ କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ରାଜା ତୁମ୍ଭ ସୌନ୍ଦର୍ଯ୍ୟ ବାଞ୍ଛା କରିବେ । କାରଣ ସେ ତୁମ୍ଭର ପ୍ରଭୁ; ତୁମ୍ଭେ ତାହାଙ୍କୁ ପ୍ରଣାମ କର ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ସୌନ୍ଦର୍ଯ୍ୟରେ ରାଜା ମୁ‌‌ଗ୍‌‌ଧ ହେବେ। ସେ ତୁମ୍ଭର ନୂତନ ପତି ହେବେ, ତେଣୁ ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ରାଜା ତୁମ୍ଭ ସୌନ୍ଦର୍ଯ୍ୟ ବାଞ୍ଛା କରିବେ । କାରଣ ସେ ତୁମ୍ଭର ପ୍ରଭୁ; ତୁମ୍ଭେ ତାହାଙ୍କୁ ପ୍ରଣାମ କର।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ରାଜା ତୁମ୍ଭ ସୌନ୍ଦର୍ଯ୍ୟ ବାଞ୍ଛା କରିବେ । କାରଣ ସେ ତୁମ୍ଭର ପ୍ରଭୁ; ତୁମ୍ଭେ ତାହାଙ୍କୁ ପ୍ରଣାମ କର।