Psalms 45:12 — Compare Translations

5 translations compared side by side

Odia - 1840
"ସୋର ଦେଶର ଧନଶାଳୀ ବ୍ଯକ୍ତିମାନେ ତୁମ୍ଭକୁ ଉପହାର ଦବୋକୁ ଉପସ୍ଥିତ ହବେେ। ସମାନେେ ତୁମ୍ଭର ପକ୍ଷପାତ ଲୋଡ଼ିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସୋରର କନ୍ୟା ଭେଟୀ ନେଇ ସେଠାରେ ଉପସ୍ଥିତ ହେବ; ଲୋକଙ୍କ ମଧ୍ୟରେ ଧନୀମାନେ ହିଁ ତୁମ୍ଭ ଅନୁଗ୍ରହର ବିନତି କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସୋର ଦେଶର ଧନଶାଳୀ ବ୍ୟକ୍ତିମାନେ ତୁମ୍ଭକୁ ଉପହାର ଦେବାକୁ ଉପସ୍ଥିତ ହେବେ। ସେମାନେ ତୁମ୍ଭର ପକ୍ଷପାତ ଲୋଡ଼ିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସୋରର କନ୍ୟା ଭେଟି ନେଇ ସେଠାରେ ଉପସ୍ଥିତ ହେବ; ଲୋକଙ୍କ ମଧ୍ୟରେ ଧନୀମାନେ ହିଁ ତୁମ୍ଭ ଅନୁଗ୍ରହର ବିନତି କରିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସୋରର କନ୍ୟା ଭେଟୀ ନେଇ ସେଠାରେ ଉପସ୍ଥିତ ହେବ; ଲୋକଙ୍କ ମଧ୍ୟରେ ଧନୀମାନେ ହିଁ ତୁମ୍ଭ ଅନୁଗ୍ରହର ବିନତୀ କରିବେ।