Psalms 45:13 — Compare Translations

5 translations compared side by side

Odia - 1840
"ତା'ର ସମସ୍ତ ମହିମାରେ, ମୁକ୍ତା ସୁବର୍ଣ୍ଣରେ ଖଚିତ ହବୋପରି ରାଜକୁମାରୀ ତାଙ୍କର ବସ୍ତ୍ରରେ ଦଖାୟୋନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନ୍ତଃପୁରରେ ରାଜକୁମାରୀ ସର୍ବତୋଭାବେ ସୁଶୋଭିତା; ତାଙ୍କର ବସ୍ତ୍ର ସୁବର୍ଣ୍ଣସୂତ୍ର ନିର୍ମିତ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ର ସମସ୍ତ ମହିମାରେ, ମୁକ୍ତା ସୁବର୍ଣ୍ଣରେ ଖଚିତ ହେବାପରି ରାଜକୁମାରୀ ତାଙ୍କର ବସ୍ତ୍ରରେ ଦେଖାଯା’ନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅନ୍ତଃପୁରରେ ରାଜକୁମାରୀ ସର୍ବତୋଭାବେ ସୁଶୋଭିତା; ତାଙ୍କର ବସ୍ତ୍ର ସୁବର୍ଣ୍ଣସୂତ୍ର ନିର୍ମିତ।
Odia IRV 2017 (ଓଡିଆ ବାଇବେଲ)
ଅନ୍ତଃପୁରରେ ରାଜକୁମାରୀ ସର୍ବତୋଭାବେ ସୁଶୋଭିତା; ତାଙ୍କର ବସ୍ତ୍ର ସୁବର୍ଣ୍ଣସୂତ୍ର ନିର୍ମିତ।