Psalms 45:14 — Compare Translations

5 translations compared side by side

Odia - 1840
"ସୌନ୍ଦର୍ୟ୍ଯରେ ମଣ୍ଡିତ ହାଇେ ସେ ରାଜାଙ୍କ ନିକଟକୁ ଆଗଇେ ୟାଏ ତା'ର ସଖିମାନେ ତା' ପଛରେ ଅନୁସରଣ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସୂଚୀଶିଳ୍ପିତ-ବସ୍ତ୍ରରେ ରାଜାଙ୍କ ନିକଟକୁ ଅଣାଯିବେ; ତାଙ୍କର ପଶ୍ଚାଦ୍ବର୍ତ୍ତିନୀ ସହଚରୀ କୁମାରୀଗଣ ତୁମ୍ଭ ନିକଟକୁ ଅଣାଯିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସୌନ୍ଦର୍ଯ୍ୟରେ ମଣ୍ଡିତ ହୋଇ ସେ ରାଜାଙ୍କ ନିକଟକୁ ଆଗେଇ ଯାଏ, ତା’ର ସଖିମାନେ ତା’ ପଛରେ ଅନୁସରଣ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସୂଚୀଶିଳ୍ପିତ-ବସ୍ତ୍ରରେ ରାଜାଙ୍କ ନିକଟକୁ ଅଣାଯିବେ; ତାଙ୍କର ପଶ୍ଚାଦ୍‍ବର୍ତ୍ତିନୀ ସହଚରୀ କୁମାରୀଗଣ ତୁମ୍ଭ ନିକଟକୁ ଅଣାଯିବେ।
Odia IRV 2017 (ଓଡିଆ ବାଇବେଲ)
ସେ ସୂଚୀଶିଳ୍ପିତ-ବସ୍ତ୍ରରେ ରାଜାଙ୍କ ନିକଟକୁ ଅଣାଯିବେ; ତାଙ୍କର ପଶ୍ଚାଦ୍‍ବର୍ତ୍ତିନୀ ସହଚରୀ କୁମାରୀଗଣ ତୁମ୍ଭ ନିକଟକୁ ଅଣାଯିବେ।