Psalms 45:15 — Compare Translations

5 translations compared side by side

Odia - 1840
"ସମାନେେ ଆନନ୍ଦ ଉଲ୍ଲାସରେ ଆସିବେ। ସମାନେେ ଆନନ୍ଦ ଉଲ୍ଲାସ ମଧ୍ୟରେ ରାଜାଙ୍କ ଅଟ୍ଟାଳିକାରେ ପ୍ରବେଶ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଆନନ୍ଦ ଓ ଉଲ୍ଲାସରେ ଅଣାଯିବେ; ସେମାନେ ରାଜାଙ୍କ ଅଟ୍ଟାଳିକାରେ ପ୍ରବେଶ କରିବେ;
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଆନନ୍ଦ ଉଲ୍ଲାସରେ ଆସିବେ। ସେମାନେ ଆନନ୍ଦ ଉଲ୍ଲାସ ମଧ୍ୟରେ ରାଜାଙ୍କ ଅଟ୍ଟାଳିକାରେ ପ୍ରବେଶ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଆନନ୍ଦ ଓ ଉଲ୍ଲାସରେ ଅଣାଯିବେ; ସେମାନେ ରାଜାଙ୍କ ଅଟ୍ଟାଳିକାରେ ପ୍ରବେଶ କରିବେ;
Odia IRV 2017 (ଓଡିଆ ବାଇବେଲ)
ସେମାନେ ଆନନ୍ଦ ଓ ଉଲ୍ଲାସରେ ଅଣାଯିବେ; ସେମାନେ ରାଜାଙ୍କ ଅଟ୍ଟାଳିକାରେ ପ୍ରବେଶ କରିବେ;