Psalms 45:16 — Compare Translations

5 translations compared side by side

Odia - 1840
"ସମାନଙ୍କେର ପୂର୍ବପୁରୁଷଗଣଙ୍କ ପରି ତୁମ୍ଭର ପୁତ୍ରଗଣ ରାଜା ହବେେ। ସାରା ଦେଶରେ ତୁମ୍ଭେ ସମାନଙ୍କେୁ ଶାସନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ପିତୃଗଣ ପରିବର୍ତ୍ତରେ ତୁମ୍ଭ ସନ୍ତାନଗଣ ରହିବେ, ତୁମ୍ଭେ ସେମାନଙ୍କୁ ସମୁଦାୟ ପୃଥିବୀରେ ଅଧିପତି କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କର ପୂର୍ବପୁରୁଷଗଣଙ୍କ ପରି ତୁମ୍ଭର ପୁତ୍ରଗଣ ରାଜା ହେବେ। ସାରା ଦେଶରେ ତୁମ୍ଭେ ସେମାନଙ୍କୁ ଶାସନ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ପିତୃଗଣ ପରିବର୍ତ୍ତରେ ତୁମ୍ଭ ସନ୍ତାନଗଣ ରହିବେ, ତୁମ୍ଭେ ସେମାନଙ୍କୁ ସମୁଦାୟ ପୃଥିବୀରେ ଅଧିପତି କରିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ପିତୃଗଣ ପରିବର୍ତ୍ତରେ ତୁମ୍ଭ ସନ୍ତାନଗଣ ରହିବେ, ତୁମ୍ଭେ ସେମାନଙ୍କୁ ସମୁଦାୟ ପୃଥିବୀରେ ଅଧିପତି କରିବ।