Psalms 45:17 — Compare Translations
5 translations compared side by side
Odia - 1840
"ତୁମ୍ଭେ ପୁରୁଷାନୁକ୍ରମେ ବିଖ୍ଯାତ ହବେ। ଲୋକମାନେ ଅନନ୍ତକାଳାବଧି ତୁମ୍ଭକୁ ପ୍ରଶଂସା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ସକଳ ପୁରୁଷପରମ୍ପରାରେ ତୁମ୍ଭ ନାମ ସ୍ମରଣ କରାଇବି; ଏହେତୁ ଗୋଷ୍ଠୀସମୂହ ଅନନ୍ତକାଳ ତୁମ୍ଭର ଧନ୍ୟବାଦ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ପୁରୁଷାନୁକ୍ରମେ ବିଖ୍ୟାତ ହେବ। ଲୋକମାନେ ଅନନ୍ତକାଳାବଧି ତୁମ୍ଭକୁ ପ୍ରଶଂସା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ସକଳ ପିଢ଼ିରେ ତୁମ୍ଭ ନାମ ସ୍ମରଣ କରାଇବି; ଏହେତୁ ଗୋଷ୍ଠୀସମୂହ ଅନନ୍ତକାଳ ତୁମ୍ଭର ପ୍ରଶଂସା କରିବେ।
Odia IRV 2017 (ଓଡିଆ ବାଇବେଲ)
ମୁଁ ସକଳ ପିଢ଼ିରେ ତୁମ୍ଭ ନାମ ସ୍ମରଣ କରାଇବି; ଏହେତୁ ଗୋଷ୍ଠୀସମୂହ ଅନନ୍ତକାଳ ତୁମ୍ଭର ପ୍ରଶଂସା କରିବେ।