Psalms 45:2 — Compare Translations

5 translations compared side by side

Odia - 1840
"ତୁମ୍ଭେ ଅନ୍ୟମାନଙ୍କଠାରୁ ଅଧିକ ସୁନ୍ଦର ଅଟ, ଏବଂ ତୁମ୍ଭେ ଏପରି ସୁଖଦାୟକ କଥା କୁହ, ସେଥିପାଇଁ ପରମେଶ୍ବର ତୁମ୍ଭକୁ ସର୍ବଦା ଆଶୀର୍ବାଦ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ମନୁଷ୍ୟ-ସନ୍ତାନଗଣ ଅପେକ୍ଷା ଅଧିକ ସୁନ୍ଦର; ତୁମ୍ଭ ଓଷ୍ଠାଧରରେ ଅନୁଗ୍ରହ ଢଳା ଯାଇଅଛି; ଏହେତୁ ପରମେଶ୍ଵର ତୁମ୍ଭକୁ ଅନନ୍ତକାଳ ଆଶୀର୍ବାଦ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଅନ୍ୟମାନଙ୍କଠାରୁ ଅଧିକ ସୁନ୍ଦର ଅଟ, ଏବଂ ତୁମ୍ଭେ ଏପରି ସୁଖଦାୟକ କଥା କୁହ, ସେଥିପାଇଁ ପରମେଶ୍ୱର ତୁମ୍ଭକୁ ସର୍ବଦା ଆଶୀର୍ବାଦ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ମନୁଷ୍ୟ-ସନ୍ତାନଗଣ ଅପେକ୍ଷା ଅଧିକ ସୁନ୍ଦର; ତୁମ୍ଭ ଓଷ୍ଠାଧରରେ ଅନୁଗ୍ରହ ଢଳା ଯାଇଅଛି; ଏହେତୁ ପରମେଶ୍ୱର ତୁମ୍ଭକୁ ଅନନ୍ତକାଳ ଆଶୀର୍ବାଦ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ମନୁଷ୍ୟ-ସନ୍ତାନଗଣ ଅପେକ୍ଷା ଅଧିକ ସୁନ୍ଦର; ତୁମ୍ଭ ଓଷ୍ଠାଧରରେ ଅନୁଗ୍ରହ ଢଳା ଯାଇଅଛି; ଏହେତୁ ପରମେଶ୍ୱର ତୁମ୍ଭକୁ ଅନନ୍ତକାଳ ଆଶୀର୍ବାଦ କରିଅଛନ୍ତି।