Psalms 45:4 — Compare Translations

5 translations compared side by side

Odia - 1840
"ତୁମ୍ଭେ ଆଶ୍ଚର୍ୟ୍ଯ ଦିଶୁଛ। ୟାଅ ନ୍ଯାଯ ଓ ଧର୍ମପାଇଁ ୟୁଦ୍ଧରେ ବିଜଯୀ ହୁଅ। ତୁମ୍ଭର ଶକ୍ତିଶାଳୀ ଦକ୍ଷିଣ ବାହୁ ଅଦ୍ଭୁତ କାର୍ୟ୍ଯ କରିବାକୁ ପ୍ରଶିକ୍ଷିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସତ୍ୟତା ଓ ନମ୍ରତା ଓ ଧର୍ମ ସକାଶେ ଆପଣା ପ୍ରଭାବରେ ରଥାରୋହଣ କରି କୃତାର୍ଥ ହୁଅ; ତହିଁରେ ତୁମ୍ଭର ଦକ୍ଷିଣ ହସ୍ତ ତୁମ୍ଭକୁ ଭୟାନକ କାର୍ଯ୍ୟ ଶିଖାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଆଶ୍ଚର୍ଯ୍ୟ ଦିଶୁଛ। ଯାଅ ନ୍ୟାୟ ଓ ଧର୍ମପାଇଁ ଯୁଦ୍ଧରେ ବିଜୟୀ ହୁଅ। ତୁମ୍ଭର ଶକ୍ତିଶାଳୀ ଦକ୍ଷିଣ ବାହୁ ଅ‌ଦ୍‌ଭୂତ କାର୍ଯ୍ୟ କରିବାକୁ ପ୍ରଶିକ୍ଷିତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସତ୍ୟତା ଓ ନମ୍ରତା ଓ ଧର୍ମ ସକାଶେ ଆପଣା ପ୍ରଭାବରେ ରଥାରୋହଣ କରି କୃତାର୍ଥ ହୁଅ; ତହିଁରେ ତୁମ୍ଭର ଦକ୍ଷିଣ ହସ୍ତ ତୁମ୍ଭକୁ ଭୟାନକ କାର୍ଯ୍ୟ ଶିଖାଇବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସତ୍ୟତା ଓ ନମ୍ରତା ଓ ଧର୍ମ ସକାଶେ ଆପଣା ପ୍ରଭାବରେ ରଥାରୋହଣ କରି କୃତାର୍ଥ ହୁଅ; ତହିଁରେ ତୁମ୍ଭର ଦକ୍ଷିଣ ହସ୍ତ ତୁମ୍ଭକୁ ଭୟାନକ କାର୍ଯ୍ୟ ଶିଖାଇବ।