Psalms 45:5 — Compare Translations

5 translations compared side by side

Odia - 1840
"ତୁମ୍ଭର ଶକ୍ତିଶାଳୀ ମୁନିଆ ତୀର ଶତ୍ରୁର ବକ୍ଷସ୍ଥଳ ଭଦେ କରିବାକୁ ସମର୍ଥ ଲୋକମାନେ ତୁମ୍ଭ ସମ୍ମୁଖରେ ଧୂଳିରେ ଲୋଟି ଯିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ତୀରସବୁ ତୀକ୍ଷ୍ଣ; ଜନବୃନ୍ଦ ତୁମ୍ଭ ତଳେ ପଡ଼ନ୍ତି; ତାହାସବୁ ରାଜାଙ୍କ ଶତ୍ରୁଗଣର ହୃଦୟରେ ବିଦ୍ଧ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ଶକ୍ତିଶାଳୀ ମୁନିଆ ତୀର ଶତ୍ରୁର ବକ୍ଷସ୍ଥଳ ଭେଦ କରିବାକୁ ସମର୍ଥ ଲୋକମାନେ ତୁମ୍ଭ ସମ୍ମୁଖରେ ଧୂଳିରେ ଲୋଟି ଯିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ତୀରସବୁ ତୀକ୍ଷ୍ଣ; ଜନବୃନ୍ଦ ତୁମ୍ଭ ତଳେ ପଡ଼ନ୍ତି; ତାହାସବୁ ରାଜାଙ୍କ ଶତ୍ରୁଗଣର ହୃଦୟରେ ବିଦ୍ଧ ହୁଏ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ତୀରସବୁ ତୀକ୍ଷ୍ଣ; ଜନବୃନ୍ଦ ତୁମ୍ଭ ତଳେ ପଡ଼ନ୍ତି; ତାହାସବୁ ରାଜାଙ୍କ ଶତ୍ରୁଗଣର ହୃଦୟରେ ବିଦ୍ଧ ହୁଏ।