Psalms 45:6 — Compare Translations

5 translations compared side by side

Odia - 1840
"ପରମେଶ୍ବର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାଯୀ ବିରାଜମାନ କରିବ। ତୁମ୍ଭର ଉତ୍ତମତା ତୁମ୍ଭକୁ ଶାସନ କରିବାର କ୍ଷମତା ଦିଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପରମେଶ୍ଵର, ତୁମ୍ଭର ସିଂହାସନ ଅନନ୍ତକାଳ-ସ୍ଥାୟୀ; ତୁମ୍ଭର ରାଜଦଣ୍ତ ନ୍ୟାୟଦଣ୍ତ ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ ବିରାଜମାନ କରିବେ। ତୁମ୍ଭର ଉତ୍ତମତା ତୁମ୍ଭକୁ ଶାସନ କରିବାର କ୍ଷମତା ଦିଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପରମେଶ୍ୱର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ; ତୁମ୍ଭର ରାଜଦଣ୍ଡ ନ୍ୟାୟଦଣ୍ଡ ଅଟେ।
Odia IRV 2017 (ଓଡିଆ ବାଇବେଲ)
ହେ ପରମେଶ୍ୱର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ; ତୁମ୍ଭର ରାଜଦଣ୍ଡ ନ୍ୟାୟଦଣ୍ଡ ଅଟେ।