Psalms 45:7 — Compare Translations

5 translations compared side by side

Odia - 1840
"ତୁମ୍ଭେ ଧାର୍ମିକକୁ ଭଲ ପାଅ ଓ ଦୁଷ୍ଟକୁ ଘୃଣା କର। ପରମେଶ୍ବର ତୁମ୍ଭର ବନ୍ଧୁମାନଙ୍କ ମଧ୍ଯରୁ ତୁମ୍ଭକୁ ରାଜ ହବୋକୁ ମନୋନୀତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଧର୍ମକୁ ପ୍ରେମ ଓ ଦୁଷ୍ଟତାକୁ ଘୃଣା କରିଅଛ; ଏହେତୁ ପରମେଶ୍ଵର, ତୁମ୍ଭର ପରମେଶ୍ଵର, ତୁମ୍ଭର ମିତ୍ରଗଣ ଅପେକ୍ଷା ତୁମ୍ଭକୁ ଅଧିକ ଆନନ୍ଦରୂପ ତୈଳରେ ଅଭିଷିକ୍ତ କରିଅଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଧାର୍ମିକକୁ ଭଲ ପାଅ ଓ ଦୁଷ୍ଟକୁ ଘୃଣା କର। ପରମେଶ୍ୱର ତୁମ୍ଭର ବନ୍ଧୁମାନଙ୍କ ମଧ୍ୟରୁ ତୁମ୍ଭକୁ ରାଜା ହେବାକୁ ମନୋନୀତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଧର୍ମକୁ ପ୍ରେମ ଓ ଦୁଷ୍ଟତାକୁ ଘୃଣା କରିଅଛ; ଏହେତୁ ପରମେଶ୍ୱର, ତୁମ୍ଭର ପରମେଶ୍ୱର, ତୁମ୍ଭର ମିତ୍ରଗଣ ଅପେକ୍ଷା ତୁମ୍ଭକୁ ଅଧିକ ଆନନ୍ଦରୂପ ତୈଳରେ ଅଭିଷିକ୍ତ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଧର୍ମକୁ ପ୍ରେମ ଓ ଦୁଷ୍ଟତାକୁ ଘୃଣା କରିଅଛ; ଏହେତୁ ପରମେଶ୍ୱର, ତୁମ୍ଭର ପରମେଶ୍ୱର, ତୁମ୍ଭର ମିତ୍ରଗଣ ଅପେକ୍ଷା ତୁମ୍ଭକୁ ଅଧିକ ଆନନ୍ଦରୂପ ତୈଳରେ ଅଭିଷିକ୍ତ କରିଅଛନ୍ତି।