Psalms 45:8 — Compare Translations
5 translations compared side by side
Odia - 1840
"ତୁମ୍ଭର ପୋଷାକରୁ ଉତ୍ତମ ସୁଗନ୍ଧିୟୁକ୍ତ ଅଗୁରୁ ଡ଼ାଲଚିନି ମସଲାର ବାସନା ଭାସି ଆସୁଛି। ଏହି ପ୍ରାସାଦ ହାତୀ ଦାନ୍ତରେ ସୁଶୋଭିତ ଓ ସେ ଭିତରୁ ଉତ୍ତମ ସଙ୍ଗୀତ ତୁମ୍ଭର ମନୋରଞ୍ଜନ ସକାଶେ ଗୁଞ୍ଜରିତ ହେଉଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ସକଳ ବସ୍ତ୍ର ଗନ୍ଧରସ ଓ ଅଗୁରୁ ଓ ଦାରୁଚିନିରେ ସୁବାସମୟ; ହସ୍ତୀଦନ୍ତନିର୍ମିତ ଅଟ୍ଟାଳିକାସମୂହରୁ ତାରଯୁକ୍ତ ବାଦ୍ୟଯନ୍ତ୍ରସବୁ ତୁମ୍ଭକୁ ଆନନ୍ଦିତ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ପୋଷାକରୁ ଉତ୍ତମ ସୁଗନ୍ଧିଯୁକ୍ତ ଅଗୁରୁ ଡାଲ୍ଚିନି ମସଲାର ବାସନା ଭାସି ଆସୁଛି। ଏହି ପ୍ରାସାଦ ହାତୀ ଦାନ୍ତରେ ସୁଶୋଭିତ ଓ ସେ ଭିତରୁ ଉତ୍ତମ ସଙ୍ଗୀତ ତୁମ୍ଭର ମନୋରଞ୍ଜନ ସକାଶେ ଗୁଞ୍ଜରିତ ହେଉଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ସକଳ ବସ୍ତ୍ର ଗନ୍ଧରସ, ଅଗୁରୁ ଓ ଦାରୁଚିନିରେ ସୁବାସମୟ; ହସ୍ତୀଦନ୍ତନିର୍ମିତ ଅଟ୍ଟାଳିକାସମୂହରୁ ତାରଯୁକ୍ତ ବାଦ୍ୟଯନ୍ତ୍ରସବୁ ତୁମ୍ଭକୁ ଆନନ୍ଦିତ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ସକଳ ବସ୍ତ୍ର ଗନ୍ଧରସ, ଅଗୁରୁ ଓ ଦାରୁଚିନିରେ ସୁବାସମୟ; ହସ୍ତୀଦନ୍ତନିର୍ମିତ ଅଟ୍ଟାଳିକାସମୂହରୁ ତାରଯୁକ୍ତ ବାଦ୍ୟଯନ୍ତ୍ରସବୁ ତୁମ୍ଭକୁ ଆନନ୍ଦିତ କରିଅଛି।