Psalms 45:9 — Compare Translations

5 translations compared side by side

Odia - 1840
"ତୁମ୍ଭ ବିବାହରେ ୟୋଗ ଦଇେଥିବା ସ୍ତ୍ରୀ ଲୋକମାନେ ରାଜକୁମାରୀ ଅଟନ୍ତି। ରାଜକୁମାରୀମାନେ ତୁମ୍ଭର ବଧୂ, ତୁମ୍ଭର ଦକ୍ଷିଣ ପାଶର୍‌ବରେ ଶୁଦ୍ଧ ସୁବର୍ଣ୍ଣ ମୁକୁଟ ଓ ପୋଷାକ ପିନ୍ଧି ଛିଡ଼ା ହାଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ସମ୍ଭ୍ରାନ୍ତା ସ୍ତ୍ରୀଗଣ ମଧ୍ୟରେ ରାଜକୁମାରୀ-ମାନେ ଅଛନ୍ତି; ଓଫରୀୟ ସୁବର୍ଣ୍ଣରେ ଭୂଷିତା ରାଣୀ ତୁମ୍ଭ ଦକ୍ଷିଣ ପାଖରେ ଉଭା ହୁଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ବିବାହରେ ଯୋଗ ଦେଇଥିବା ସ୍ତ୍ରୀ ଲୋକମାନେ ରାଜକୁମାରୀ ଅଟନ୍ତି। ରାଜକୁମାରୀମାନେ ତୁମ୍ଭର ବଧୂ, ତୁମ୍ଭର ଦକ୍ଷିଣ ପାର୍ଶ୍ୱରେ ଶୁଦ୍ଧ ସୁବର୍ଣ୍ଣ ମୁକୁଟ ଓ ପୋଷାକ ପିନ୍ଧି ଛିଡ଼ା ହୋଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ସମ୍ଭ୍ରାନ୍ତା ସ୍ତ୍ରୀଗଣ ମଧ୍ୟରେ ରାଜକୁମାରୀମାନେ ଅଛନ୍ତି; ଓଫରୀୟ ସୁବର୍ଣ୍ଣରେ ଭୂଷିତା ରାଣୀ ତୁମ୍ଭ ଦକ୍ଷିଣ ପାଖରେ ଉଭା ହୁଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ସମ୍ଭ୍ରାନ୍ତା ସ୍ତ୍ରୀଗଣ ମଧ୍ୟରେ ରାଜକୁମାରୀମାନେ ଅଛନ୍ତି; ଓଫରୀୟ ସୁବର୍ଣ୍ଣରେ ଭୂଷିତା ରାଣୀ ତୁମ୍ଭ ଦକ୍ଷିଣ ପାଖରେ ଉଭା ହୁଅନ୍ତି।