Psalms 46:1 — Compare Translations

5 translations compared side by side

Odia - 1840
"ପରମେଶ୍ବର ଆମ୍ଭମାନଙ୍କର ଆଶ୍ରଯ ଓ ବଳ। ଆମ୍ଭେ ବିପଦ ସମଯରେ ତାଙ୍କର ସାହାୟ୍ଯ ପାଇପାରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନ-ଗଣର ଗୀତ; ଅଲ୍ମୋତ୍ ସ୍ଵରର ଗୀତ । ପରମେଶ୍ଵର ଆମ୍ଭମାନଙ୍କର ଆଶ୍ରୟ ଓ ବଳ, ଦୁର୍ଦ୍ଦଶାକାଳରେ ଅତି ନିକଟବର୍ତ୍ତୀ ସହାୟ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ପରିବାରର ଅଲମୋତ ସ୍ୱରର ଗୋଟିଏ ଗୀତ। ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ। ଆମ୍ଭେ ବିପଦ ସମୟରେ ତାଙ୍କର ସାହାଯ୍ୟ ପାଇପାରୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ, ଦୁର୍ଦ୍ଦଶାକାଳରେ ଅତି ନିକଟବର୍ତ୍ତୀ ସହାୟ।
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ, ଦୁର୍ଦ୍ଦଶାକାଳରେ ଅତି ନିକଟବର୍ତ୍ତୀ ସହାୟ।