Psalms 46:10 — Compare Translations

5 translations compared side by side

Odia - 1840
"ପରମେଶ୍ବର କହନ୍ତି, ୟୁଦ୍ଧ ବନ୍ଦ କର, ମନରେଖ ମୁଁ ହେଉଛି ପରମେଶ୍ବର। ମୁଁ ରାଜ୍ଯମାନଙ୍କୁ ପରାସ୍ତ କରିଛି। ପୃଥିବୀକୁ ମୁଁ ନିଯନ୍ତ୍ରଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କ୍ଷା; ହୁଅ, ଆମ୍ଭେ ପରମେଶ୍ଵର ଅଟୁ, ଏହା ଜାଣ; ଆମ୍ଭେ ଦେଶୀୟମାନଙ୍କ ମଧ୍ୟରେ ଉନ୍ନତ ହେବୁ, ଆମ୍ଭେ ପୃଥିବୀରେ ଉନ୍ନତ ହେବୁ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କହନ୍ତି, “ଯୁଦ୍ଧ ବନ୍ଦ କର, ମନେରଖ ମୁଁ ହେଉଛି ପରମେଶ୍ୱର। ମୁଁ ରାଜ୍ୟମାନଙ୍କୁ ପରାସ୍ତ କରିଛି। ପୃଥିବୀକୁ ମୁଁ ନିୟନ୍ତ୍ରଣ କରେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“କ୍ଷାନ୍ତ ହୁଅ, ଆମ୍ଭେ ପରମେଶ୍ୱର ଅଟୁ, ଏହା ଜାଣ; ଆମ୍ଭେ ଦେଶୀୟମାନଙ୍କ ମଧ୍ୟରେ ଉନ୍ନତ ହେବୁ, ଆମ୍ଭେ ପୃଥିବୀରେ ଉନ୍ନତ ହେବୁ।”
Odia IRV 2017 (ଓଡିଆ ବାଇବେଲ)
କ୍ଷାନ୍ତ ହୁଅ, ଆମ୍ଭେ ପରମେଶ୍ୱର ଅଟୁ, ଏହା ଜାଣ; ଆମ୍ଭେ ଦେଶୀୟମାନଙ୍କ ମଧ୍ୟରେ ଉନ୍ନତ ହେବୁ, ଆମ୍ଭେ ପୃଥିବୀରେ ଉନ୍ନତ ହେବୁ।