Psalms 46:2 — Compare Translations
5 translations compared side by side
Odia - 1840
"ତଣେୁ ଯେତବେେଳେ ଭୂମି କମ୍ପତ ହୁଏ ଏବଂ ପର୍ବତ ସମୁଦ୍ରରେ ପଡ଼େ ଆମ୍ଭେ ଭୟଭୀତ ହବୋ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ପୃଥିବୀ ପରିବର୍ତ୍ତିତ ହେଲେ ହେଁ ଓ ପର୍ବତଗଣ ସମୁଦ୍ର ମଧ୍ୟରେ ବିଚଳିତ ହେଲେ ହେଁ;
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯେତେବେଳେ ଭୂମି କମ୍ପିତ ହୁଏ, ଏବଂ ପର୍ବତ ସମୁଦ୍ରରେ ପଡ଼େ ଆମ୍ଭେ ଭୟଭୀତ ହେବା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ପୃଥିବୀ ପରିବର୍ତ୍ତିତ ହେଲେ ହେଁ ଓ ପର୍ବତଗଣ ସମୁଦ୍ର ମଧ୍ୟରେ ବିଚଳିତ ହେଲେ ହେଁ;
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ପୃଥିବୀ ପରିବର୍ତ୍ତିତ ହେଲେ ହେଁ ଓ ପର୍ବତଗଣ ସମୁଦ୍ର ମଧ୍ୟରେ ବିଚଳିତ ହେଲେ ହେଁ;