Psalms 46:3 — Compare Translations

5 translations compared side by side

Odia - 1840
"ଯେତବେେଳେ ସମୁଦ୍ର ଅଶାନ୍ତ ଓ ଅଧିକାର ହାଇୟୋଏ ଏବଂ ପର୍ବତଗୁଡ଼ିକ ଥରିଉେଠ, ତଥାପି ଆମ୍ଭେ ଭୟଭୀତ ହବୋ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁର ଜଳରାଶି ଗର୍ଜ୍ଜନ କରି ପ୍ରବଳ ହେଲେ ହେଁ, ତହିଁର ପ୍ଳାବନରେ ପର୍ବତଗଣ କମ୍ପିତ ହେଲେ ହେଁ ଆମ୍ଭେମାନେ ଭୟ କରିବା ନାହିଁ । [ସେଲା
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ସମୁଦ୍ର ଅଶାନ୍ତ ଓ ଅନ୍ଧକାର ହୋଇଯାଏ ଏବଂ ପର୍ବତଗୁଡ଼ିକ ଥରିଉଠେ, ତଥାପି ଆମ୍ଭେ ଭୟଭୀତ ହେବା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁର ଜଳରାଶି ଗର୍ଜ୍ଜନ କରି ପ୍ରବଳ ହେଲେ ହେଁ, ତହିଁର ପ୍ଲାବନରେ ପର୍ବତଗଣ କମ୍ପିତ ହେଲେ ହେଁ ଆମ୍ଭେମାନେ ଭୟ କରିବା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହିଁର ଜଳରାଶି ଗର୍ଜ୍ଜନ କରି ପ୍ରବଳ ହେଲେ ହେଁ, ତହିଁର ପ୍ଳାବନରେ ପର୍ବତଗଣ କମ୍ପିତ ହେଲେ ହେଁ ଆମ୍ଭେମାନେ ଭୟ କରିବା ନାହିଁ। [ସେଲା]