Psalms 46:4 — Compare Translations
5 translations compared side by side
Odia - 1840
"ଏପରି ଏକ ନଦୀ ଅଛି ୟାହାର ପବିତ୍ର ଜଳଧାରା ସର୍ବୋପରିସ୍ଥ ପରମେଶ୍ବରଙ୍କ ନଗରୀକୁ ଆନନ୍ଦିତ କରୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନଦୀ ଗୋଟିଏ ଅଛି, ତହିଁର ସ୍ରୋତସମୂହ ପରମେଶ୍ଵରଙ୍କ ନଗରକୁ, ସର୍ବୋପରିସ୍ଥଙ୍କ ଆବାସର ପବିତ୍ରସ୍ଥାନକୁ ଆନନ୍ଦିତ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ଏପରି ଏକ ନଦୀ ଅଛି ଯାହାର ପବିତ୍ର ଜଳଧାରା ସର୍ବୋପରିସ୍ଥ ପରମେଶ୍ୱରଙ୍କ ନଗରୀକୁ ଆନନ୍ଦିତ କରୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନଦୀ ଗୋଟିଏ ଅଛି, ତହିଁର ସ୍ରୋତସମୂହ ପରମେଶ୍ୱରଙ୍କ ନଗରକୁ, ସର୍ବୋପରିସ୍ଥଙ୍କ ଆବାସର ପବିତ୍ର ସ୍ଥାନକୁ ଆନନ୍ଦିତ କରେ।
Odia IRV 2017 (ଓଡିଆ ବାଇବେଲ)
ନଦୀ ଗୋଟିଏ ଅଛି, ତହିଁର ସ୍ରୋତସମୂହ ପରମେଶ୍ୱରଙ୍କ ନଗରକୁ, ସର୍ବୋପରିସ୍ଥଙ୍କ ଆବାସର ପବିତ୍ର ସ୍ଥାନକୁ ଆନନ୍ଦିତ କରେ।