Psalms 46:5 — Compare Translations
5 translations compared side by side
Odia - 1840
"ପରମେଶ୍ବର ସହେି ନଗରୀରେ ବାସ କରନ୍ତି। ଏହା କବେେ ବି ଧ୍ବଂସ ପାଇବ ନାହିଁ। ପରମେଶ୍ବର ଏପରିକି ସୂର୍ୟେ୍ଯାଦଯ ପୂର୍ବରୁ ସାହାୟ୍ଯ କରିବାକୁ ଉପସ୍ଥିତ ଥାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵର ତହିଁର ମଧ୍ୟବର୍ତ୍ତୀ; ତାହା ବିଚଳିତ ହେବ ନାହିଁ । ପରମେଶ୍ଵର ଅତି ପ୍ରଭାତରେ ତାହାର ସାହାଯ୍ୟ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ସେହି ନଗରୀରେ ବାସ କରନ୍ତି। ଏହା କେବେ ବି ଧ୍ୱଂସ ପାଇବ ନାହିଁ। ପରମେଶ୍ୱର ଏପରିକି ସୂର୍ଯ୍ୟୋଦୟ ପୂର୍ବରୁ ସାହାଯ୍ୟ କରିବାକୁ ଉପସ୍ଥିତ ଥା’ନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱର ସେହି ନଗରର ମଧ୍ୟବର୍ତ୍ତୀ; ତାହା ବିଚଳିତ ହେବ ନାହିଁ। ପରମେଶ୍ୱର ଅତି ପ୍ରଭାତରେ ତାହାର ସାହାଯ୍ୟ କରିବେ।
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱର ସେହି ନଗରର ମଧ୍ୟବର୍ତ୍ତୀ; ତାହା ବିଚଳିତ ହେବ ନାହିଁ। ପରମେଶ୍ୱର ଅତି ପ୍ରଭାତରେ ତାହାର ସାହାଯ୍ୟ କରିବେ।