Psalms 46:6 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କ ଚିତ୍କାର ଶୁଣି ରାଜ୍ଯମାନେ ଭୟରେ କମ୍ପି ଉଠନ୍ତି। ସହେି ରାଜ୍ଯସବୁ ଭାଙ୍ଗି ପଡ଼ିବ ଏବଂ ପୃଥିବୀରେ ଭୂମିକମ୍ପ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗୋଷ୍ଠୀସବୁ ଗର୍ଜ୍ଜନ କଲେ, ରାଜ୍ୟସବୁ ବିଚଳିତ ହେଲେ; ସେ ଆପଣା ରବ ଉଚ୍ଚାରଣ କଲେ, ପୃଥିବୀ ତରଳି ଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ଚିତ୍କାର ଶୁଣି ରାଜ୍ୟମାନେ ଭୟରେ କମ୍ପି ଉଠନ୍ତି। ସେହି ରାଜ୍ୟସବୁ ଭାଙ୍ଗି ପଡ଼ିବ ଏବଂ ପୃଥିବୀରେ ଭୂମିକମ୍ପ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗୋଷ୍ଠୀସବୁ ଗର୍ଜ୍ଜନ କଲେ, ରାଜ୍ୟସବୁ ବିଚଳିତ ହେଲେ; ସେ ଆପଣା ରବ ଉଚ୍ଚାରଣ କଲେ, ପୃଥିବୀ ତରଳି ଗଲା।
Odia IRV 2017 (ଓଡିଆ ବାଇବେଲ)
ଗୋଷ୍ଠୀସବୁ ଗର୍ଜ୍ଜନ କଲେ, ରାଜ୍ୟସବୁ ବିଚଳିତ ହେଲେ; ସେ ଆପଣା ରବ ଉଚ୍ଚାରଣ କଲେ, ପୃଥିବୀ ତରଳି ଗଲା।