Psalms 46:7 — Compare Translations

5 translations compared side by side

Odia - 1840
"ସୈନ୍ଯାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି। ୟାକୁବର ପରମେଶ୍ବର ଆମ୍ଭ ସମସ୍ତଙ୍କର ନିରାପଦର ସ୍ଥାନ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ, ଯାକୁବର ପରମେଶ୍ଵର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି। ଯାକୁବର ପରମେଶ୍ୱର ଆମ୍ଭ ସମସ୍ତଙ୍କର ନିରାପଦର ସ୍ଥାନ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ, ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ, ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି।