Psalms 46:8 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ସୃଷ୍ଟି କରିଥିବା ସହେି ଆଶ୍ଚର୍ୟ୍ଯଜନକ ବସ୍ତୁକୁ ଦେଖ। ଏ ପୃଥିବୀର ବସ୍ତୁକୁ ସେ କିପରି ଧ୍ବଂସ କରିପାରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆସ, ସଦାପ୍ରଭୁଙ୍କର କାର୍ଯ୍ୟସବୁ ଦେଖ, ସେ ପୃଥିବୀରେ କିପ୍ରକାର ଉଜାଡ଼ କରିଅଛନ୍ତି!
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ସୃଷ୍ଟି କରିଥିବା ସେହି ଆଶ୍ଚର୍ଯ୍ୟଜନକ ବସ୍ତୁକୁ ଦେଖ। ଏ ପୃଥିବୀର ବସ୍ତୁକୁ ସେ କିପରି ଧ୍ୱଂସ କରି ପାରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆସ, ସଦାପ୍ରଭୁଙ୍କର କାର୍ଯ୍ୟସବୁ ଦେଖ, ସେ ପୃଥିବୀରେ କି ପ୍ରକାର ଉଜାଡ଼ କରିଅଛନ୍ତି!
Odia IRV 2017 (ଓଡିଆ ବାଇବେଲ)
ଆସ, ସଦାପ୍ରଭୁଙ୍କର କାର୍ଯ୍ୟସବୁ ଦେଖ, ସେ ପୃଥିବୀରେ କିପ୍ରକାର ଉଜାଡ଼ କରିଅଛନ୍ତି!