Psalms 47:1 — Compare Translations

5 translations compared side by side

Odia - 1840
"ହେ ସର୍ବଗୋଷ୍ଠୀଯମାନେ ଆନନ୍ଦରେ କରତାଳି ଦିଅ। ପରମେଶ୍ବରଙ୍କ ଉଦ୍ଦେଶ୍ଯରେ ଜଯଧ୍ବନି କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ । ହେ ସର୍ବଗୋଷ୍ଠୀୟମାନେ, କରତାଳି ଦିଅ; ଆନନ୍ଦ-ସ୍ଵରରେ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଜୟଧ୍ଵନି କର ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ପରିବାରର ଗୋଟିଏ ଗୀତ। ହେ ସର୍ବଗୋଷ୍ଠୀୟମାନେ ଆନନ୍ଦରେ କରତାଳି ଦିଅ। ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସର୍ବଗୋଷ୍ଠୀୟମାନେ, କରତାଳି ଦିଅ; ଆନନ୍ଦ-ସ୍ୱରରେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର।
Odia IRV 2017 (ଓଡିଆ ବାଇବେଲ)
ହେ ସର୍ବଗୋଷ୍ଠୀୟମାନେ, କରତାଳି ଦିଅ; ଆନନ୍ଦସ୍ୱରରେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର।