Psalms 47:2 — Compare Translations
5 translations compared side by side
Odia - 1840
"ସର୍ବୋପରିସ୍ଥ ସଦାପ୍ରଭୁ ସବୁଠାରୁ ଭୟଙ୍କର ଅଟନ୍ତି। ଏ ପୃଥିବୀରେ ସେ ସବୁଠାରୁ ଶ୍ରେଷ୍ଠ ରାଜ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସର୍ବୋପରିସ୍ଥ ସଦାପ୍ରଭୁ ଭୟଙ୍କର ଅଟନ୍ତି; ସେ ସମୁଦାୟ ପୃଥିବୀ ଉପରେ ମହାନ ରାଜା ।
Odia Bible ERV 2004 (ପବିତ୍ର ବାଇବଲ)
ସର୍ବୋପରିସ୍ଥ ସଦାପ୍ରଭୁ ସବୁଠାରୁ ଭୟଙ୍କର ଅଟନ୍ତି। ଏ ପୃଥିବୀରେ ସେ ସବୁଠାରୁ ଶ୍ରେଷ୍ଠ ରାଜା ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସର୍ବୋପରିସ୍ଥ ସଦାପ୍ରଭୁ ଭୟଙ୍କର ଅଟନ୍ତି; ସେ ସମୁଦାୟ ପୃଥିବୀ ଉପରେ ମହାନ ରାଜା।
Odia IRV 2017 (ଓଡିଆ ବାଇବେଲ)
କାରଣ ସର୍ବୋପରିସ୍ଥ ସଦାପ୍ରଭୁ ଭୟଙ୍କର ଅଟନ୍ତି; ସେ ସମୁଦାୟ ପୃଥିବୀ ଉପରେ ମହାନ ରାଜା।