Psalms 47:3 — Compare Translations
5 translations compared side by side
Odia - 1840
"ସେ ଆମ୍ଭଙ୍କୁ ଅନ୍ୟ ଲୋକମାନଙ୍କୁ ପରାଜିତ କରିବାକୁ ସାହାୟ୍ଯ କରନ୍ତି। ସେ ସହେି ରାଜାମାନଙ୍କ ଉପରେ ଆମ୍ଭଙ୍କୁ ଶକ୍ତି ପ୍ରଦାନ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଗୋଷ୍ଠୀସମୂହକୁ ଆମ୍ଭମାନଙ୍କର ବଶୀଭୂତ କରିବେ ଓ ଦେଶୀୟଗଣକୁ ଆମ୍ଭମାନଙ୍କର ପଦତଳସ୍ଥ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଆମ୍ଭଙ୍କୁ ଅନ୍ୟ ଲୋକମାନଙ୍କୁ ପରାଜିତ କରିବାକୁ ସାହାଯ୍ୟ କରନ୍ତି। ସେ ସେହି ରାଜାମାନଙ୍କ ଉପରେ ଆମ୍ଭଙ୍କୁ ଶକ୍ତି ପ୍ରଦାନ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଗୋଷ୍ଠୀସମୂହକୁ ଆମ୍ଭମାନଙ୍କର ବଶୀଭୂତ କରିବେ ଓ ଦେଶୀୟଗଣକୁ ଆମ୍ଭମାନଙ୍କର ପଦତଳସ୍ଥ କରିବେ।
Odia IRV 2017 (ଓଡିଆ ବାଇବେଲ)
ସେ ଗୋଷ୍ଠୀସମୂହକୁ ଆମ୍ଭମାନଙ୍କର ବଶୀଭୂତ କରିବେ ଓ ଦେଶୀୟଗଣକୁ ଆମ୍ଭମାନଙ୍କର ପଦତଳସ୍ଥ କରିବେ।