Psalms 47:5 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଯେତବେେଳେ ତାଙ୍କ ସିଂହାସନରେ ବିଜେ ହୁଅନ୍ତି ସେତବେେଳେ ତୂରୀ ଓ ଜଯଜଯକାର ନାଦରେ ଗଗନ ପବନ ମୁଖରିତ ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵର ଜୟଧ୍ଵନିରେ, ସଦାପ୍ରଭୁ ତୂରୀଧ୍ଵନିରେ ଊର୍ଦ୍ଧ୍ଵକୁ ବିଜେ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଯେତେବେଳେ ତାଙ୍କ ସିଂହାସନରେ ବିଜେ ହୁଅନ୍ତି, ସେତେବେଳେ ତୂରୀ ଓ ଜୟଜୟକାର ନାଦରେ ଗଗନ ପବନ ମୁଖରିତ ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱର ଜୟଧ୍ୱନିରେ, ସଦାପ୍ରଭୁ ତୂରୀଧ୍ୱନିରେ ଊର୍ଦ୍ଧ୍ୱକୁ ବିଜେ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱର ଜୟଧ୍ୱନିରେ, ସଦାପ୍ରଭୁ ତୂରୀଧ୍ୱନିରେ ଊର୍ଦ୍ଧ୍ୱକୁ ବିଜେ କରିଅଛନ୍ତି।