Psalms 47:6 — Compare Translations
5 translations compared side by side
Odia - 1840
"ପରମେଶ୍ବରଙ୍କ ଗୁଣ କୀର୍ତ୍ତନ କର। ତାଙ୍କର ପ୍ରଶଂସାରେ ଶତ ମୁଖର ହାଇେ ଉଠ। ଆମ୍ଭର ରାଜାଙ୍କୁ ପ୍ରଶଂସା କର। ତାଙ୍କର ମହିମା ଗାନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର, ପ୍ରଶଂସାଗାନ କର; ଆମ୍ଭମାନଙ୍କ ରାଜାଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର, ପ୍ରଶଂସାଗାନ କର ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ଗୁଣ କୀର୍ତ୍ତନ କର। ତାଙ୍କର ପ୍ରଶଂସାରେ ଶତ ମୁଖର ହୋଇ ଉଠ। ଆମ୍ଭର ରାଜାଙ୍କୁ ପ୍ରଶଂସା କର। ତାଙ୍କର ମହିମା ଗାନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର, ପ୍ରଶଂସା ଗାନ କର; ଆମ୍ଭମାନଙ୍କ ରାଜାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର, ପ୍ରଶଂସା ଗାନ କର।
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର, ପ୍ରଶଂସାଗାନ କର; ଆମ୍ଭମାନଙ୍କ ରାଜାଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର, ପ୍ରଶଂସାଗାନ କର।