Psalms 47:7 — Compare Translations
5 translations compared side by side
Odia - 1840
"ପରମେଶ୍ବର ହେଉଛନ୍ତି ଏ ସମସ୍ତ ପୃଥିବୀର ରାଜା। ତଣେୁ ତାଙ୍କର ମହିମା ଗାନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପରମେଶ୍ଵର ସମୁଦାୟ ପୃଥିବୀର ରାଜା ଅଟନ୍ତି; ତୁମ୍ଭେମାନେ ପ୍ରବୋଧଜନକ ପ୍ରଶଂସାଗାନ କର ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ହେଉଛନ୍ତି ଏ ସମସ୍ତ ପୃଥିବୀର ରାଜା। ତେଣୁ ତାଙ୍କର ମହିମା ଗାନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପରମେଶ୍ୱର ସମୁଦାୟ ପୃଥିବୀର ରାଜା ଅଟନ୍ତି; ତୁମ୍ଭେମାନେ ପ୍ରବୋଧଜନକ ପ୍ରଶଂସା ଗାନ କର।
Odia IRV 2017 (ଓଡିଆ ବାଇବେଲ)
କାରଣ ପରମେଶ୍ୱର ସମୁଦାୟ ପୃଥିବୀର ରାଜା ଅଟନ୍ତି; ତୁମ୍ଭେମାନେ ପ୍ରବୋଧଜନକ ପ୍ରଶଂସାଗାନ କର।