Psalms 47:8 — Compare Translations
5 translations compared side by side
Odia - 1840
"ପରମେଶ୍ବର ତାଙ୍କର ପବିତ୍ର ସିଂହାସନରେ ବସନ୍ତି। ପରମେଶ୍ବର ସମସ୍ତ ରାଜ୍ଯମାନଙ୍କୁ ଶାସନ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵର ଗୋଷ୍ଠୀବର୍ଗ ଉପରେ ରାଜତ୍ଵ କରନ୍ତି; ପରମେଶ୍ଵର ଆପଣା ପବିତ୍ର ସିଂହାସନରେ ଉପବିଷ୍ଟ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ତାଙ୍କର ପବିତ୍ର ସିଂହାସନରେ ବସନ୍ତି। ପରମେଶ୍ୱର ସମସ୍ତ ରାଜ୍ୟମାନଙ୍କୁ ଶାସନ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱର ଗୋଷ୍ଠୀବର୍ଗ ଉପରେ ରାଜତ୍ୱ କରନ୍ତି; ପରମେଶ୍ୱର ଆପଣା ପବିତ୍ର ସିଂହାସନରେ ଉପବିଷ୍ଟ।
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱର ଗୋଷ୍ଠୀବର୍ଗ ଉପରେ ରାଜତ୍ୱ କରନ୍ତି; ପରମେଶ୍ୱର ଆପଣା ପବିତ୍ର ସିଂହାସନରେ ଉପବିଷ୍ଟ।