Psalms 47:9 — Compare Translations
5 translations compared side by side
Odia - 1840
"ସହେି ଲୋକମାନେ ପରସ୍ପର ସହିତ ମିଳିତ ହୁଅନ୍ତି ଓ ସମାନେେ ଅବ୍ରହାମର ପରମେଶ୍ବରଙ୍କ ରାଜ୍ଯର ଲୋକମାନଙ୍କ ସହିତ ମିଶନ୍ତି। ସହେିସବୁ ନେତାମାନେ ପରମେଶ୍ବରଙ୍କ ଆଶ୍ରିତ। ପରମେଶ୍ବର ସମାନଙ୍କେ ଉର୍ଦ୍ଧ୍ବରେ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅବ୍ରହାମର ପରମେଶ୍ଵରଙ୍କ ଲୋକ ହେବା ନିମନ୍ତେ ଗୋଷ୍ଠୀୟମାନଙ୍କର ଅଧିପତିଗଣ ଏକତ୍ରିତ ହୋଇଅଛନ୍ତି । କାରଣ ପୃଥିବୀର ଢାଲସବୁ ପରମେଶ୍ଵରଙ୍କର; ସେ ଅତିଶୟ ଉନ୍ନତ ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନେ ପରସ୍ପର ସହିତ ମିଳିତ ହୁଅନ୍ତି ଓ ସେମାନେ ଅବ୍ରହାମର ପରମେଶ୍ୱରଙ୍କ ରାଜ୍ୟର ଲୋକମାନଙ୍କ ସହିତ ମିଶନ୍ତି। ସେହିସବୁ ନେତାମାନେ ପରମେଶ୍ୱରଙ୍କ ଆଶ୍ରିତ। ପରମେଶ୍ୱର ସେମାନଙ୍କ ଊର୍ଦ୍ଧ୍ୱରେ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅବ୍ରହାମର ପରମେଶ୍ୱରଙ୍କ ଲୋକ ହେବା ନିମନ୍ତେ ଗୋଷ୍ଠୀୟମାନଙ୍କର ଅଧିପତିଗଣ ଏକତ୍ରିତ ହୋଇଅଛନ୍ତି। କାରଣ ପୃଥିବୀର ଢାଲସବୁ ପରମେଶ୍ୱରଙ୍କର; ସେ ଅତିଶୟ ଉନ୍ନତ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ଅବ୍ରହାମର ପରମେଶ୍ୱରଙ୍କ ଲୋକ ହେବା ନିମନ୍ତେ ଗୋଷ୍ଠୀୟମାନଙ୍କର ଅଧିପତିଗଣ ଏକତ୍ରିତ ହୋଇଅଛନ୍ତି। କାରଣ ପୃଥିବୀର ଢାଲସବୁ ପରମେଶ୍ୱରଙ୍କର; ସେ ଅତିଶୟ ଉନ୍ନତ ଅଟନ୍ତି।