Psalms 48:1 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ମହାନ୍ ଅଟନ୍ତି। ଆମ୍ଭର ପରମେଶ୍ବରଙ୍କ ସାରା ନଗରରେ ତାଙ୍କର ପବିତ୍ର ପର୍ବତରେ ସେ ପ୍ରଶଂସିତ ହୁଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗୀତ: କୋରହ-ସନ୍ତାନମାନଙ୍କର ଗୀତ । ଆମ୍ଭମାନଙ୍କ ପରମେଶ୍ଵରଙ୍କ ନଗରରେ, ତାହାଙ୍କ ପବିତ୍ର ପର୍ବତରେ ସଦାପ୍ରଭୁ ମହାନ ଓ ଅତ୍ୟ; ପ୍ରଶଂସନୀୟ ।
Odia Bible ERV 2004 (ପବିତ୍ର ବାଇବଲ)
କୋରହ ପରିବାରର ପ୍ରଶଂସାଯୁକ୍ତ ଗୀତ। ସଦାପ୍ରଭୁ ମହାନ ଅଟନ୍ତି। ଆମ୍ଭର ପରମେଶ୍ୱରଙ୍କ ସାରା ନଗରରେ ତାଙ୍କର ପବିତ୍ର ପର୍ବତରେ ସେ ପ୍ରଶଂସିତ ହୁଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରରେ, ତାହାଙ୍କ ପବିତ୍ର ପର୍ବତରେ ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରରେ, ତାହାଙ୍କ ପବିତ୍ର ପର୍ବତରେ ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ।