Psalms 48:10 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର, ତୁମ୍ଭେ ମହାନ୍ ଅଟ। ଏ ପୃଥିବୀର ସମସ୍ତ ଲୋକେ ତୁମ୍ଭକୁ ପ୍ରଶଂସା କରନ୍ତି। ସମସ୍ତେ ଜାଣନ୍ତି ତୁମ୍ଭେ କେତେ ମହାନ୍ ଅଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପରମେଶ୍ଵର, ଯେପରି ତୁମ୍ଭର ନାମ, ସେପରି ତୁମ୍ଭର ପ୍ରଶଂସା, ପୃଥିବୀର ପ୍ରା; ପର୍ଯ୍ୟନ୍ତ ଅଟେ; ତୁମ୍ଭର ଦକ୍ଷିଣ ହସ୍ତ ଧର୍ମରେ ପରିପୂର୍ଣ୍ଣ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ତୁମ୍ଭେ ମହାନ ଅଟ। ଏ ପୃଥିବୀର ସମସ୍ତ ଲୋକେ ତୁମ୍ଭକୁ ପ୍ରଶଂସା କରନ୍ତି। ସମସ୍ତେ ଜାଣନ୍ତି ତୁମ୍ଭେ କେତେ ମହାନ ଅଟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପରମେଶ୍ୱର, ଯେପରି ତୁମ୍ଭର ନାମ, ସେହିପରି ତୁମ୍ଭର ପ୍ରଶଂସା, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଅଟେ; ତୁମ୍ଭର ଦକ୍ଷିଣ ହସ୍ତ ଧର୍ମରେ ପରିପୂର୍ଣ୍ଣ।
Odia IRV 2017 (ଓଡିଆ ବାଇବେଲ)
ହେ ପରମେଶ୍ୱର, ଯେପରି ତୁମ୍ଭର ନାମ, ସେହିପରି ତୁମ୍ଭର ପ୍ରଶଂସା, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଅଟେ; ତୁମ୍ଭର ଦକ୍ଷିଣ ହସ୍ତ ଧର୍ମରେ ପରିପୂର୍ଣ୍ଣ।