Psalms 48:11 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର, ତୁମ୍ଭର ପବିତ୍ର ସିୟୋନ ପର୍ବତ ଅତି ଆନନ୍ଦିତ। ଯିହୁଦାର ସହର ସବୁ ଉଲ୍ଲସିତ। କବଳେ ତୁମ୍ଭର ଉତ୍ତମ ଶାସନ ବିଧି ପାଇଁ ଏହା ସମ୍ଭବ ହାଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ସକଳ ଶାସନ ସକାଶୁ ସିୟୋନ ପର୍ବତ ଆନନ୍ଦିତ ହେଉ, ଯିହୁଦାର କନ୍ୟାଗଣ ଉଲ୍ଲାସିତ ହେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ତୁମ୍ଭର ପବିତ୍ର ସିୟୋନ ପର୍ବତ ଅତି ଆନନ୍ଦିତ। ଯିହୁଦାର ସହର ସବୁ ଉଲ୍ଲସିତ। କେବଳ ତୁମ୍ଭର ଉତ୍ତମ ଶାସନ ବିଧି ପାଇଁ ଏହା ସମ୍ଭବ ହୋଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ସକଳ ଶାସନ ସକାଶୁ ସିୟୋନ ପର୍ବତ ଆନନ୍ଦିତ ହେଉ, ଯିହୁଦାର କନ୍ୟାଗଣ ଉଲ୍ଲାସିତ ହେଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ସକଳ ଶାସନ ସକାଶୁ ସିୟୋନ ପର୍ବତ ଆନନ୍ଦିତ ହେଉ, ଯିହୁଦାର କନ୍ୟାଗଣ ଉଲ୍ଲାସିତ ହେଉନ୍ତୁ।