Psalms 48:12 — Compare Translations
5 translations compared side by side
Odia - 1840
"ସିୟୋନ ପର୍ବତର ଚତୁର୍ଦ୍ଦିଗରେ ଭ୍ରମଣ କର। ସହେି ନଗରୀକୁ ଚାହଁ। ତାହାର ଗମ୍ବୁଜ ସବୁକୁ ଗଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସିୟୋନକୁ ପ୍ରଦକ୍ଷିଣ କର ଓ ତାହାର ଚତୁର୍ଦ୍ଦିଗରେ ଭ୍ରମଣ କର; ତହିଁର ଦୁର୍ଗସବୁ ଗଣନା କର ।
Odia Bible ERV 2004 (ପବିତ୍ର ବାଇବଲ)
ସିୟୋନ ପର୍ବତର ଚତୁର୍ଦ୍ଦିଗରେ ଭ୍ରମଣ କର। ସେହି ନଗରୀକୁ ଗ୍ଭହଁ ଓ ତାହାର ଗମ୍ବୁଜ ସବୁକୁ ଗଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସିୟୋନକୁ ପ୍ରଦକ୍ଷିଣ କର ଓ ତାହାର ଚତୁର୍ଦ୍ଦିଗରେ ଭ୍ରମଣ କର; ତହିଁର ଦୁର୍ଗସବୁ ଗଣନା କର।
Odia IRV 2017 (ଓଡିଆ ବାଇବେଲ)
ସିୟୋନକୁ ପ୍ରଦକ୍ଷିଣ କର ଓ ତାହାର ଚତୁର୍ଦ୍ଦିଗରେ ଭ୍ରମଣ କର; ତହିଁର ଦୁର୍ଗସବୁ ଗଣନା କର।