Psalms 48:13 — Compare Translations
5 translations compared side by side
Odia - 1840
"ବିରାଟ ଉଚ୍ଚ ପ୍ରାଚୀରସବୁ ଦେଖ। ସିୟୋନ ପ୍ରାସାଦକୁ ନୀରିକ୍ଷଣ କର, ୟାହା ଫଳରେ ତୁମ୍ଭେ ଆପଣା ପରବର୍ତ୍ତୀ ବଂଶଧରମାନଙ୍କୁ ଏକଥା କହିପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ତୁମ୍ଭେମାନେ ଭବିଷ୍ୟତ ବଂଶକୁ ଜଣାଇ ପାରିବ, ଏଥିପାଇଁ ତହିଁର ଦୃଢ଼ ପ୍ରାଚୀରମାନ ନିରୀକ୍ଷଣ କର, ତହିଁର ଅଟ୍ଟାଳିକାସବୁ ବିବେଚନା କର ।
Odia Bible ERV 2004 (ପବିତ୍ର ବାଇବଲ)
ବିରାଟ ଉଚ୍ଚ ପ୍ରାଚୀରସବୁ ଦେଖ। ସିୟୋନ ପ୍ରାସାଦକୁ ନୀରିକ୍ଷଣ କର, ଯାହା ଫଳରେ ତୁମ୍ଭେ ଆପଣା ପରବର୍ତ୍ତୀ ବଂଶଧରମାନଙ୍କୁ ଏକଥା କହିପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ତୁମ୍ଭେମାନେ ଭବିଷ୍ୟତ ବଂଶକୁ ଜଣାଇ ପାରିବ, ଏଥିପାଇଁ ତହିଁର ଦୃଢ଼ ପ୍ରାଚୀରମାନ ନିରୀକ୍ଷଣ କର, ତହିଁର ଅଟ୍ଟାଳିକାସବୁ ବିବେଚନା କର।
Odia IRV 2017 (ଓଡିଆ ବାଇବେଲ)
ଯେପରି ତୁମ୍ଭେମାନେ ଭବିଷ୍ୟତ ବଂଶକୁ ଜଣାଇ ପାରିବ, ଏଥିପାଇଁ ତହିଁର ଦୃଢ଼ ପ୍ରାଚୀରମାନ ନିରୀକ୍ଷଣ କର, ତହିଁର ଅଟ୍ଟାଳିକାସବୁ ବିବେଚନା କର।