Psalms 48:14 — Compare Translations
5 translations compared side by side
Odia - 1840
"ଏହି ପରମେଶ୍ବର ହିଁ ଆମ୍ଭର ଚିରକାଳ ଲାଗି ପରମେଶ୍ବର ଅଟନ୍ତି। ସେ ଚିରକାଳ ଲାଗି ଆମ୍ଭକୁ ପଥ ପ୍ରଦର୍ଶନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଏହି ପରମେଶ୍ଵର ଅନନ୍ତକାଳ ଆମ୍ଭମାନଙ୍କର ପରମେଶ୍ଵର ଅଟନ୍ତି; ସେ ମରଣ ପର୍ଯ୍ୟନ୍ତ ଆମ୍ଭମାନଙ୍କର ପଥଦର୍ଶକ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ପରମେଶ୍ୱର ହିଁ ଆମ୍ଭର ଚିରକାଳ ଲାଗି ପରମେଶ୍ୱର ଅଟନ୍ତି। ସେ ଚିରକାଳ ଲାଗି ଆମ୍ଭକୁ ପଥ ପ୍ରଦର୍ଶନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଏହି ପରମେଶ୍ୱର ଅନନ୍ତକାଳ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି; ସେ ଆମ୍ଭମାନଙ୍କର ମରଣ ପର୍ଯ୍ୟନ୍ତ ଆମ୍ଭମାନଙ୍କର ପଥଦର୍ଶକ ହେବେ।
Odia IRV 2017 (ଓଡିଆ ବାଇବେଲ)
କାରଣ ଏହି ପରମେଶ୍ୱର ଅନନ୍ତକାଳ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି; ସେ ଆମ୍ଭମାନଙ୍କର ମରଣ ପର୍ଯ୍ୟନ୍ତ ଆମ୍ଭମାନଙ୍କର ପଥଦର୍ଶକ ହେବେ।