Psalms 48:2 — Compare Translations
5 translations compared side by side
Odia - 1840
"ପରମେଶ୍ବରଙ୍କ ପବିତ୍ର ନଗର ଏପରି ଏକ ମନୋରମ ଉଚ୍ଚତାରେ ଅବସ୍ଥିତ। ଏହା ପୃଥିବୀର ସବୁ ଲୋକଙ୍କ ପ୍ରାଣରେ ଆନନ୍ଦ ସଞ୍ଚାର କରେ। ସିୟୋନ ପର୍ବତ ପ୍ରକୃତରେ ପରମେଶ୍ବରଙ୍କ ପବିତ୍ର ପର୍ବତ ଅଟେ। ଏହା ସହେି ମହାନ ରାଜାଙ୍କର ପ୍ରଧାନ ନଗର ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଉତ୍ତର ଦିଗସ୍ଥ ସିୟୋନ ପର୍ବତ ଉଚ୍ଚତାରେ ମନୋହର, ସମଗ୍ର ପୃଥିବୀର ଆନନ୍ଦଜନକ, ମହାରାଜଙ୍କର ନଗର ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ପବିତ୍ର ନଗର ଏପରି ଏକ ମନୋରମ ଉଚ୍ଚତାରେ ଅବସ୍ଥିତ। ଏହା ପୃଥିବୀର ସବୁ ଲୋକଙ୍କ ପ୍ରାଣରେ ଆନନ୍ଦ ସଞ୍ଚାର କରେ। ସିୟୋନ ପର୍ବତ ପ୍ରକୃତରେ ପରମେଶ୍ୱରଙ୍କ ପବିତ୍ର ପର୍ବତ ଅଟେ। ଏହା ସେହି ମହାନ ରାଜାଙ୍କର ପ୍ରଧାନ ନଗର ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଉତ୍ତର ଦିଗସ୍ଥ ସିୟୋନ ପର୍ବତ ଉଚ୍ଚତାରେ ମନୋହର, ସମଗ୍ର ପୃଥିବୀର ଆନନ୍ଦଜନକ, ମହାରାଜଙ୍କର ନଗର।
Odia IRV 2017 (ଓଡିଆ ବାଇବେଲ)
ଉତ୍ତର ଦିଗସ୍ଥ ସିୟୋନ ପର୍ବତ ଉଚ୍ଚତାରେ ମନୋହର, ସମଗ୍ର ପୃଥିବୀର ଆନନ୍ଦଜନକ, ମହାରାଜଙ୍କର ନଗର।