Psalms 48:3 — Compare Translations

5 translations compared side by side

Odia - 1840
"ଯେଉଁ ଲୋକମାନେ ସହେିସବୁ ପ୍ରାସାଦମାନଙ୍କରେ ବାସ କରନ୍ତି, ସମାନେେ ଜାଣନ୍ତି ୟେ ତାଙ୍କର ସମସ୍ତ ପ୍ରାସାଦର ଆଶ୍ରଯସ୍ଥଳର ନିରାପଦ ଆଶ୍ରଯସ୍ଥଳ ପରମେଶ୍ବର ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁର ଅଟ୍ଟାଳିକାସମୂହ ମଧ୍ୟରେ ପରମେଶ୍ଵର ଆଶ୍ରୟ ସ୍ଵରୂପ ବୋଲି ଆପଣାର ପରିଚୟ ଦେଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକମାନେ ସେହିସବୁ ପ୍ରାସାଦମାନଙ୍କରେ ବାସ କରନ୍ତି ସେମାନେ ଜାଣନ୍ତି ଯେ, ତାଙ୍କର ସମସ୍ତ ପ୍ରାସାଦର ଆଶ୍ରୟସ୍ଥଳର ନିରାପଦ ଆଶ୍ରୟସ୍ଥଳ ପରମେଶ୍ୱର ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁର ଅଟ୍ଟାଳିକାସମୂହ ମଧ୍ୟରେ ପରମେଶ୍ୱର ଆଶ୍ରୟ ସ୍ୱରୂପ ବୋଲି ଆପଣାର ପରିଚୟ ଦେଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତହିଁର ଅଟ୍ଟାଳିକାସମୂହ ମଧ୍ୟରେ ପରମେଶ୍ୱର ଆଶ୍ରୟ ସ୍ୱରୂପ ବୋଲି ଆପଣାର ପରିଚୟ ଦେଇଅଛନ୍ତି।