Psalms 48:4 — Compare Translations
5 translations compared side by side
Odia - 1840
"ଗୋଟିଏ ସମଯରେ ଅନକେ ରାଜା ଏକତ୍ରୀତ ହାଇେ ଏହି ନଗରୀକୁ ଆକ୍ରମଣ କରିବାକୁ ଯୋଜନା କଲେ। ସମାନେେ ସହେି ନଗର ଆଡ଼କୁ ଗମନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ, ଦେଖ, ରାଜଗଣ ସଭାସ୍ଥ ହେଲେ, ସେମାନେ ଏକସଙ୍ଗେ ଗମନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଗୋଟିଏ ସମୟରେ ଅନେକ ରାଜା ଏକତ୍ରିତ ହୋଇ ଏହି ନଗରୀକୁ ଆକ୍ରମଣ କରିବାକୁ ଯୋଜନା କଲେ। ସେମାନେ ସେହି ନଗର ଆଡ଼କୁ ଗମନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଦେଖ, ରାଜାଗଣ ସଭାସ୍ଥ ହେଲେ, ସେମାନେ ଏକ ସଙ୍ଗେ ଗମନ କଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ଦେଖ, ରାଜାଗଣ ସଭାସ୍ଥ ହେଲେ, ସେମାନେ ଏକସଙ୍ଗେ ଗମନ କଲେ।